୫ଟି ସଚିବ ଗସ୍ତକୁ ବିରୋଧ କରି କାରକେଡ ଉପରକୁ ଅଣ୍ଡାମାଡ଼

Spread the love

ଭୁବନେଶ୍ୱର : ଜଗତସିଂହପୁର ଜିଲ୍ଲା ପରେ ସୁବର୍ଣପୁର ଜିଲ୍ଲାରେ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ପୁଣି ଜୋରଦାର ବିରୋଧ କରାଯାଇଛି । ସୁବର୍ଣ୍ଣପୁର ଜିଲ୍ଲା କୋଟ ସମଲେଇ-ଉଲୁଣ୍ଡା ରାସ୍ତାରେ ଆମ ଆଦମୀ ପାର୍ଟି ପକ୍ଷରୁ ୫ଟି ସଚିବଙ୍କ କାରକେଡକୁ ଅଣ୍ଡାମାଡ଼ କରାଯାଇଥିବା ଜଣା ପଡିଛି ।

ଆମ ଆଦମୀ ପାର୍ଟି ପକ୍ଷରୁ କୁହାଯାଇଛି ଯେ, ଏହା ସରକାରୀ ଗସ୍ତ ନୁହେଁ, ବରଂ ଏହା ବିଜେଡି ଦଳର ଗସ୍ତ । ତେଣୁ ସେମାନେ ଏହାକୁ ବିରୋଧ କରୁଛନ୍ତି । ପୂର୍ବରୁ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଗସ୍ତକୁ ଜଗତସିଂହପୁର ଜିଲ୍ଲାରେ ବିରୋଧ କରାଯାଇଥିଲା ।

Leave a Reply

Your email address will not be published. Required fields are marked *