ବଡ ଓଝେଇରେ ଅବକାରି ଚଢାଉ

Spread the love

ଜୟପୁର : ଜୟପୁର ସଦର ଥାନା ଅନ୍ତର୍ଗତ ବଡ ଓଝେଇ ଜଙ୍ଗଲରେ ଅବକାରି ଚଢାଉ ହୋଇଛି । ମଦ ମାଫିଆ ମାନେ ମଦ ଓ ପୋଚ ଲୁଚାଇ ରଖିଥିବା ସୂଚନା ପାଇ ଚଢାଉ କରାଯାଇଥିବା ଜଣାଯାଇଛି । ଚଢାଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ବହୁ ମଦ ଭାଟି ମଧ୍ୟ ଭାଙ୍ଗାଯାଇଛି । ଘଟଣା ସ୍ଥଳରୁ ଏକ ହଜାର ଲିଟର ପୋଚ ଓ ୭୦ ଲିଟର ଦେଶି ମଦକୁ ଜବତ କରିଛି । ମଦ ରନ୍ଧା ସରଞ୍ଜାମ. ଡ୍ରମ ଆଦିକୁ ଜବତ କରାଯାଇଥିବା ଅବକାରି ଓଆଇସି ସଞ୍ଜୟ କୁମାର କାଣ୍ଡି ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *