ମତ୍ସ୍ୟଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ

Spread the love

ଭୁବନେଶ୍ଵର : ଲଘୁଚାପ ଏବଂ ତାର ପରବର୍ତ୍ତି ତୀବ୍ରତା ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଏବଂ ମୌସୁମୀ ସକ୍ରିୟ ରହୁଥିବାରୁ ଏହି ସମୟରେ ସମୁଦ୍ର ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିବାର ସମ୍ଭାବନା ରହୁଛି । ଏଥିପାଇଁ ୨୫ ତାରିଖରୁ ୨୭ ତାରିଖ ମଧ୍ୟରେ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ ଓଡ଼ିଶା ଉପକୂଳ ଏବଂ ତାର ଆଖପାଖ ଅଞ୍ଚଳ ପାର୍ଶ୍ଵବର୍ତି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜିବୀ ମାନଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *