ମା” ଙ୍କ ଆବାହନ ରେ ଶ୍ରଦ୍ଧାଳୁ ଙ୍କ ଭିଡ଼

ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜାପାଇଁ ଚଳଚଂଚଳ ଢେଙ୍କାନାଳ । ରାଜ୍ୟର କୋଣ ଅନୁକୋଣରେ ମା’ଙ୍କ ପୂଜା ବେଶ୍‌ ଜାକଜମକରେ ଅନୁଷ୍ଠିତ ହେଉଛି । ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଧୁମ୍‌ଧାମ୍‌ରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି । ଢେଙ୍କାନାଳର ବିଭିନ୍ନ ମଣ୍ଡପରେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସୁସଜ୍ଜିତ ହୋଇଥିବା ବେଳେ ତୋରଣ କାମ ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।ଅନୁଷ୍ଠିତ ହେଉଛି। ଢେଙ୍କାନାଳ ଓ କେନ୍ଦ୍ରାପଡ଼ାରେ ଧୁମ୍‌ଧାମ୍‌ରେ ଗଜଲକ୍ଷ୍ମୀ ପୂଜା ପାଳନ ପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି।ଉଭୟ ସ୍ଥାନରେ ଗଜଲକ୍ଷ୍ମୀ ପୂଜା ପାଇଁ ସ୍ୱତନ୍ତ୍ର ଓ ଭବ୍ୟ ଆୟୋଜନ ହୋଇଛି । ମୀନାବଜାର, ଗଣେଶ ବଜାର, ଲକ୍ଷ୍ମୀ ବଜାର, କୈବଲ୍ୟ ବଜାର, ଗୁଡ଼ିଆ ନାଳୀ ଆଦି ବଜାରର ଚାନ୍ଦି ମେଢ କରାଯାଇଛି । ଆଜିଠାରୁ ୧୧ଦିନ ବ୍ୟାପି ଚାଲିବ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା । ଢେଙ୍କାନାଳରେ ୩୮ଟି ପୂଜା ମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରାଯାଉଛି 

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *