ବ୍ରହ୍ମପୁର ସହରରେ ଲାଗିଲା ୧୮୧ ସିସି କ୍ୟାମେରା

Spread the love

ଗଞ୍ଜାମ : ଅପରାଧ ନିୟନ୍ତ୍ରଣ ଏବଂ ଟ୍ରାଫିକ୍ ଉଲ୍ଲଙ୍ଘନକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁର ସହରର ବିଭିନ୍ନ ସ୍ଥାନରେ ୧୮୧ଟି ସିସି କ୍ୟାମେରା ସଂଯୋଗ କରାଯାଇଛି ବୋଲି ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) କମିଶନର ଜି. ସୋନାଲ ସୂଚନା ଦେଇଛନ୍ତି । ଏହି କ୍ୟାମେରା ଲାଗିବା ଫଳରେ ଅପରାଧ ନିୟନ୍ତ୍ରଣ ଓ ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କୁ ଠାବ କରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ବୋଲି ଆଶା କରାଯାଉଛି ।

Leave a Reply

Your email address will not be published. Required fields are marked *