ଅଲ୍ ଓଡ଼ିଶା ପେନସନ ସଂଘ ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

Spread the love

ଗଞ୍ଜାମ : ଅଲ୍ ଓଡ଼ିଶା ପେନସନ ସଂଘର ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ପୁରୁଣା ପେନସନ ବ୍ୟବସ୍ଥା ପ୍ରଚଳନ କରିବାକୁ ଏକ ଦାବିପତ୍ର ଦକ୍ଷିଣାଞ୍ଚଳ ଆରଡିସିଙ୍କ ଜରିଆରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଭାରତର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି ପୁରୁଣା ପେନସନ୍ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି । 

Leave a Reply

Your email address will not be published. Required fields are marked *