ଗଞ୍ଜାମ : ଅଲ୍ ଓଡ଼ିଶା ପେନସନ ସଂଘର ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ପୁରୁଣା ପେନସନ ବ୍ୟବସ୍ଥା ପ୍ରଚଳନ କରିବାକୁ ଏକ ଦାବିପତ୍ର ଦକ୍ଷିଣାଞ୍ଚଳ ଆରଡିସିଙ୍କ ଜରିଆରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ ଭାରତର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏହି ଦାବିପତ୍ର ପ୍ରଦାନ କରାଯାଇଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହି ପୁରୁଣା ପେନସନ୍ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ ସଂଘ ପକ୍ଷରୁ ଦାବି କରାଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now