ମୁଖ୍ୟମନ୍ତ୍ରୀ ସଦାସର୍ବଦା କଳା ଓ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି- ବ୍ରହ୍ମପୁର ବିଧାୟକ

Spread the love

ଗଞ୍ଜାମ : ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଆଜି ସ୍ଥାନୀୟ “ଷ୍ଟାର ଲାଇଟ ଡେନ୍ସ ଷ୍ଟୁଡିଓ” ଦ୍ୱାରା ଆୟୋଜିତ ନୃତ୍ୟ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ବିଜୟୀ କୁନି କୁନି ନୃତ୍ୟଶିଳ୍ପୀଙ୍କୁ ପୁରସ୍କୃତ କରିଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦାସର୍ବଦା କଳା ଓ ସଂସ୍କୃତିକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି ବୋଲି ଜଣାଇବା ସହିତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା କୁନି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରି, ମନୁଷ୍ୟ ଜୀବନରେ ନୃତ୍ୟର ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ ।

Leave a Reply

Your email address will not be published. Required fields are marked *