ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପରିବର୍ଦ୍ଧିତ ବୈଠକ

Spread the love

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରର ପାର୍କସାହି ସ୍ଥିତ ସିପିଆଇ କାର୍ଯ୍ୟାଳୟରେ ଆଜି ଦୂର୍ଗାଚରଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜାତୀୟ ପରିଷଦ ସଦସ୍ୟ ଆଶିଷ କାନୁନଗୋ ଯୋଗଦେଇ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଏବଂ ୨୦୨୪ ନିର୍ବାଚନର ରଣନୀତି ସମ୍ପର୍କରେ ଆଲୋଚନା କରିଥିଲେ । ଆସନ୍ତା ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଜନ ସମସ୍ୟା ନେଇ ସମଗ୍ର ଗଞ୍ଜାମ ଜିଲ୍ଲାରେ ପଦଯାତ୍ରା କରିବା ପାଇଁ ସ୍ଥିର କରାଯାଇଛି ।

ବୈଠକରେ ଜିଲ୍ଲାର କାର୍ଯ୍ୟକାରୀ କମିଟି ସଦସ୍ୟ ଏବଂ ସମର୍ଥକ ମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Leave a Reply

Your email address will not be published. Required fields are marked *