ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା । ରଜ ଉପଲକ୍ଷେ ଗୃହରକ୍ଷୀଙ୍କୁ ଦେଇଛନ୍ତି ବଡ଼ ଉପହାର। ଗୃହରକ୍ଷୀଙ୍କ ସହିତ ପ୍ରତିରକ୍ଷା ସ୍ବେଚ୍ଛାସେବୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀଙ୍କ ଘୋସସନା ଅନୁସାରେ ଗୃହରକ୍ଷୀମାନଙ୍କ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ୬୧୨ ଟଙ୍କାରୁ ୬୨୩ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କର ଦୈନିକ ଡ୍ୟୁଟି ଭତ୍ତା ବୃଦ୍ଧି କରାଯାଇଛି। ଦୈନିକ ଡ୍ୟୁଟି ଭତ୍ତା ୩୧ରୁ ୧୫୦ ଟଙ୍କାକୁ ବଢିଛି । ଏହି ବର୍ଦ୍ଧିତ ଭତ୍ତା ପରିମାଣ ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *