ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

Spread the love

ଧର୍ମଶାଳା : ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ପ୍ରଥମାଖଣ୍ଡ ପଞ୍ଚାୟତରେ ନୂତନ ହଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି । ଏହି ଅବସରରେ ସରପଞ୍ଚ ଦୂର୍ଗା ଦାସଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥିଭାବେ ବରୀ ବିଧାୟିକା ସୁନନ୍ଦା ଦାସ ଯୋଗ ଦେଇ ନୂଚନ ହିତାଧିକାରୀଙ୍କୁ ଭତା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ରସୁଲପୁର ବିଡିଓଙ୍କ ସମେତ ସ୍ଥାନୀୟ ବରିଷ୍ଠ ମୁରବୀ ଉପସ୍ଥିତ ଥିଲେ । ପ୍ରଥମ ପର୍ଯ୍ୟାୟରେ ୨୫ ଜଣ ଦିବ୍ୟାଙ୍ଗ ଓ ବୟୋଜ୍ୟେଷ୍ଠ ମହିଳାଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା ।

Leave a Reply

Your email address will not be published. Required fields are marked *