ଭିଜିଲାନ୍ସ ଜାଲରେ ସୁକିନ୍ଦା ଥାନା ଏସଆଇ

Spread the love

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଯାଜପୁର ଜିଲ୍ଲା ସୁକିନ୍ଦା ଥାନାର ଏସଆଇ ନିର୍ମଳ କୁମାର ସେନାପତି । ଏକ ମାମଲାରେ ସାହାଯ୍ୟ କରିବା ପାଇଁ ଅଭିଯୋଗକାରୀଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢାଉ କରିଥିଲେ । ନିର୍ମଳଙ୍କ ଠାରୁ ଟଙ୍କା ଜବତ କରାଯାଇଥିବା ବେଳେ ଏନେଇ କଟକ ଭିଜିଲାନ୍ସ ଥାନାରେ ଏକ ମାମଲା ରୁଜୁ କରାଯାଇଛି ।

Leave a Reply

Your email address will not be published. Required fields are marked *