ପଲ୍ଲିଶ୍ରୀ ମହିଳା ସମିତିରେ ଆଇନସେବା ପ୍ରାଧିକରଣ ସଚିବଙ୍କ ଆଲୋଚନା

Spread the love

କେନ୍ଦ୍ରାପଡ଼ା : କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଶ୍ରୀମତୀ ସୁମିତ୍ରା ସାହୁ କୋରୁଆ ସ୍ଥିତ ପଲ୍ଲିଶ୍ରୀ ମହିଳା ସମିତିରେ ପହଂଚି ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ । ଶ୍ରୀମତୀ ସାହୁ ଅନ୍ତେବାସୀମାନଙ୍କର ବିଭିନ୍ନ ସମସ୍ୟା ପଚାରି ବୁଝିବା ସହ ସେମାନଙ୍କର ସ୍ୱାସ୍ଥ୍ୟ, ଶିକ୍ଷା, ଠିକ ଭାବେ ଅନ୍ତେବାସୀମାନେ ସୁବିଧା ପାଇ ପାରୁଛନ୍ତି କି ନାହିଁ ସେଥି ନିମନ୍ତେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ।

Leave a Reply

Your email address will not be published. Required fields are marked *