ପ୍ରବଳ ବର୍ଷା କାରଣରୁ କେନ୍ଦୁଝର ଜିଲ୍ଲାରେ ଆଜି ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ

Spread the love

କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇ ପଡିଛି । ତେଣୁ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି କେନ୍ଦୁଝର ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି। କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି ।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି କେନ୍ଦୁଝର ଜିଲ୍ଲାରେ ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି।

Leave a Reply

Your email address will not be published. Required fields are marked *