ପଞ୍ଚାୟତ ସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ

Spread the love

ଜୟପୁର : ଜୟପୁର ବ୍ଲକ ଅନ୍ତର୍ଗତ ରାଣିଗଡ ଠାରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଏହି ଅଭିଯୋଗ ଶୁଣାଣିରେ ବିଡିଓ ରାଜୀବ ଦାସ, ଜିପିଓ ପ୍ରଶାନ୍ତ ମିଶ୍ର, ସରପଞ୍ଚ, ସମିତି ସଭ୍ୟା, କନିଷ୍ଠ ଯନ୍ତ୍ରୀ , ପିଇଓ, ଜିଆରଏସ ସ୍ୱାସ୍ଥ୍ୟ ବିଭାଗ, ଆଇସିଡିଏସ ହଟିକଲଚର, କୃଷି ବିଭାଗ ଅନ୍ୟ ଲାଇନର ଅଧିକାରୀମାନେ ଉପସ୍ଥିତ ଥିଲେ । ବିଭିନ୍ନ ମୌଳିକ ସମସ୍ୟା ଅଭିଯୋଗର ଶୁଣାଣି ହୋଇଥିଲା ।

Leave a Reply

Your email address will not be published. Required fields are marked *