ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ

Spread the love

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ୱ। ନୀତି ବିଳମ୍ୱ ଯୋଗୁଁ ମଙ୍ଗଳ ଆଳତି ମଧ୍ୟ ସମ୍ପନ୍ନ ହୋଇନି। ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ୱ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି ।ଫଳରେ ହୋଇ ପାରିନଥିଲା ମହାପ୍ରଭୁଙ୍କ ବିବାହ ପାଇଁ ଆବଶ୍ୟକ ନୀତି । ଆଜି ସକାଳୁ ଏହି ନୀତି କରାଯାଉଛି । ଶ୍ରୀଜିଉଙ୍କ ନୀତିରେ ବିଶୃଙ୍ଖଳା ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

Leave a Reply

Your email address will not be published. Required fields are marked *