ଲଗାଣ ବର୍ଷା, କାଙ୍ଗୁରୁକୋଣ୍ଡା ପୋଲ ଉପରେ ୩ ଫୁଟ୍ ଉଚ୍ଚରେ ପାଣି ପ୍ରବାହିତ : ମାଲକାନଗିରି-ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

Spread the love

ମାଲକାନଗିରି : ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର କାଙ୍ଗୁରୁକୋଣ୍ଡା ପୋଲ ଉପରେ ୩ ଫୁଟ୍ ଉଚ୍ଚରେ ପାଣି ପ୍ରବାହିତ ହେଉଛି । ଫଳରେ ଆଜି ସକାଳ ଠାରୁ ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ରାସ୍ତାର ଉଭୟ ପାଖରେ ଶତାଧିକ ଯାନବାହନ ଅଟକି ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗକୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଥିବାରୁ ସ୍ଥିତି ଅଧିକ ସଙ୍ଗିନ ହେବା ଆଶା କରାଯାଉଛି ।

Leave a Reply

Your email address will not be published. Required fields are marked *