ଆନ୍ଧ୍ରରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଗୋଦାବରୀ ଓ ସାବେରୀ ନଦୀ : କୁଇଗୁର ବ୍ରିଜ୍ ଉପରେ ୫ ଫୁଟ୍ ଉଚ୍ଚରେ ବନ୍ୟାଜଳ ପ୍ରବାହିତ

Spread the love

ମାଲକାନଗିରି : ଆନ୍ଧ୍ରରେ ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଗୋଦାବରୀ ଓ ସାବେରୀ ନଦୀ । ଫଳରେ ମୋଟୁର ତଳିଆ ଅଂଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । କୁଇଗୁର ବ୍ରିଜ୍ ଉପରେ ୫ ଫୁଟ୍ ଉଚ୍ଚରେ ବନ୍ୟାଜଳ ପ୍ରବାହିତ ହେଉଛି । ଯାହାଦ୍ୱାରା ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।

Leave a Reply

Your email address will not be published. Required fields are marked *