ଏସସିବିରୁ ଡିସଚାର୍ଜ ହେଲେ ବିଧାୟକ ପ୍ରଶାନ୍ତ ଜଗଦେବ

Spread the love

କଟକ ଏସସିବିରୁ ଡିସଚାର୍ଜ ହେଲେ ଖୋର୍ଦ୍ଧାର ନବନିର୍ବାଚିତ ବିଧାୟକ ପ୍ରଶାନ୍ତ ଜଗଦେବ । ୧୧ ଦିନ ପରେ ତାଙ୍କୁ ଡିସ୍‌ଚାର୍ଜ କରାଯାଇଛି। ଗତ ମେ’୨୯ ତାରିଖରେ ସେ ଅସୁସ୍ଥ ହୋଇ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାର ମେଡିସିନ ବିଭାଗରେ ଭର୍ତ୍ତି ହୋଇଥିଲେ। ଇଭିଏମ୍ ଭଙ୍ଗାରୁଜା କରିଥିବା ଅଭିଯୋଗରେ ଗତ ମେ’୨୫ ତାରିଖ ବିଳମ୍ବିତ ରାତିରେ ପ୍ରଶାନ୍ତଙ୍କୁ ଗିରଫ କରାଯାଇଥିଲା। କୋର୍ଟରେ ହାଜର କରାଯିବା ପରେ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଇ ଦିଆଯାଇଥିଲା।

Leave a Reply

Your email address will not be published. Required fields are marked *