ସ୍ଵାଭାବିକ ହେବ ମୌସୁମୀ, ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି : ଘୁର୍ଣ୍ଣିବଳୟ ସକ୍ରିୟ

Spread the love

ଭୁବନେଶ୍ଵର : ସ୍ଵାଭାବିକ ହେବ ମୌସୁମୀ । ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଂଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ଲାଗିରହିଛି । ଆଜି ବି ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତୀ ଉତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କି.ମି.ରୁ ୭.୬ କି.ମି. ମଧ୍ୟରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *