ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ

Spread the love

ପୁରୀ/ଭୁବନେଶ୍ୱର, 20 ଜୁନ – ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭକ୍ତଙ୍କ ଗହଳି ଭିତରେ ବଡଦାଣ୍ଡରେ ଶ୍ରୀଜଗନ୍ନାଥଙ୍କ ରଥକୁ ମୁଖ୍ୟମନ୍ତ୍ରୀ ଟାଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ , ୫ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *