ପ୍ରବଳ ବର୍ଷା ଯୋଗୁ ନୂଆପଡ଼ା ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ସ୍କୁଲ,କଲେଜ ଓ ଅଙ୍ଗନୱାଡି କେନ୍ଦ୍ରରେ ଛୁଟି

Spread the love

ନୂଆପଡ଼ା : ପ୍ରବଳ ବର୍ଷା ଯୋଗୁଁ ଆଜି ନୂଆପଡ଼ା ଜିଲ୍ଲାର ସମସ୍ତ ସରକାରୀ ବେସରକାରୀ ସ୍କୁଲ,କଲେଜ ଓ ଅଙ୍ଗନୱାଡି କେନ୍ଦ୍ରକୁ ବନ୍ଦ ଘୋଷଣା କରାଯାଇଛି । ନୂଆପଡ଼ା ଜିଲ୍ଲାପାଳ ହେମକାନ୍ତ ସାଏ ଲଗାଣ ବର୍ଷା ଯୋଗୁଁ ନୂଆପଡ଼ା ଜିଲ୍ଲାର ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *