ଭୁବନେଶ୍ୱର : ଓଡିଶା ମେଲୋଡି ଆସୋସିଏସନ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୧ ଲକ୍ଷ ୨୧ ହଜାର ଟଙ୍କା ଦାନ କରାଯାଇଛି । ଆଜି ଭୁବନେଶ୍ୱର(ମଧ୍ୟ)ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଉପସ୍ଥିତିରେ ସଂଘର ସଭାପତି ଶ୍ୟାମ କୁମାର, ଉପ ସଭାପତି କୁନା ଦାସ, ସାଧାରଣ ସଂପାଦକ ପ୍ରଦୀପ୍ତ କୁମାର ମହାନ୍ତି(ନିଲୁ), କୋଷାଧ୍ୟକ୍ଷ ପ୍ରଦୀପ ମହାପାତ୍ର ପ୍ରମୁଖ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ଉଦ୍ଦେଶ୍ୟରେ ଏହି ସହାୟତା ଅର୍ଥ ଚେକ୍ ଆକାରରେ ପ୍ରଦାନ କରିଛନ୍ତି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now