ନୂଆଦିଲ୍ଲୀ : ଗଂଞ୍ଜାମରେ ହୋଇଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣା ମାମଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଗଭୀର ଭାବରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now