ରଜ ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ସାରା ରାଜ୍ୟରେ ଚାଲିଥିବା ରଜ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି; “ସମଗ୍ର ଓଡିଶାରେ ଚାଲିଥିବା ରଜ ଉତ୍ସବର ଶୁଭେଚ୍ଛା । ଏହି ଶୁଭ ଉତ୍ସବ ଉତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ଆଣିଦେଉ । ସମସ୍ତଙ୍କ ଜୀବନ ସୁଖମୟ ହେଉ ।”

Leave a Reply

Your email address will not be published. Required fields are marked *