ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ।ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ । ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଥିବା ସୁବର୍ଣ୍ଣ ଅଳଙ୍କାରର କରାଯିବ ମେଳକ ଓ ତା ସହ ଗଣତମଣତି।ସେନେଇ ଆରମ୍ଭ ହେଲା ଶ୍ରୀ ମନ୍ଦିର ।ରତ୍ନଭଣ୍ଡାର ଉଚ୍ଚସ୍ତରୀୟ କମିଟି ବୈଠକ।ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ।ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁସାରେ କରାଯାଉଛି ଆଲୋଚନା।ତେବେ ଆଗକୁ ଇଂରାଜୀ ନବବର୍ଷ ଥିବାରୁ ଶ୍ରୀମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ।ତେଣୁ ଉକ୍ତ ସମୟରେ ରତ୍ନଭଣ୍ଡାର ଖୋଲିବା ସମ୍ଭବ ହୋଇନପାରେ।ଏଣୁ ବୈଠକରେ କରାଯାଉଛି ଆଲୋଚନା। ଆସନ୍ତା ଜାନୁଆରୀ ମାସରେ କେଉଁ ତାରିଖରେ ରତ୍ନ ଭଣ୍ଡାର ଖୋଲିବ ସେନେଇ ତିଥି ,ବାର ସହ ମାହେନ୍ଦ୍ର ବେଳ ସ୍ଥିର କରାଯିବ। ସେପଟେ ଗଣତିମଣତି ସମୟରେ ଅଳଙ୍କାରର ସୁରକ୍ଷା ଦୃଷ୍ଟିରୁ ଭକ୍ତଙ୍କ ଦର୍ଶନ କେତେ ସମୟ ପର୍ଯ୍ୟନ୍ତ ବନ୍ଦ କରାଯିବ ତାହା ମଧ୍ୟ ସ୍ଥିରିକୃତ କରାଯିଵ।ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ସବୁର ଡିଜିଟାଇଜେସନ କରାଯିବ।୧୯୭୮ ମସିହାର ମେଳକ ସହ ଗଣତି ମଣତି କରାଯିବ।ମାର୍ଗଦର୍ଶିକା ଅନୁସାରେ ସମସ୍ତ କାର୍ଯ୍ୟ କରାଯିବ। ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,, ଜିଲ୍ଲାପାଳ,,ଏସପି ଏବଂ ରତ୍ନଭଣ୍ଡାର ତଦାରଖ କମିଟିର ସଦସ୍ୟ ମାନେ ଉପସ୍ଥିତ ଅଛନ୍ତି।ଯଥା ତଦାରଖ କମିଟି ଅଧକ୍ଷ ଜଷ୍ଟିସ ବିଶ୍ଵନାଥ ରଥ,
Naxatra News is now on Whatsapp
Join and get latest news update delivered to you via whatsapp
Join Now