ପୁରୀ : ବାଲେଶ୍ଵର ବାହାନଗା ନିକଟରେ ଘଟିଥିବା ରେଳ ଦୁର୍ଘଟଣା ପାଇଁ ପୁରୀ ରେଲୱେ ଷ୍ଟେସନରେ ଅଟକି ରହିଥିବା ଯାତ୍ରୀ ମାନଙ୍କୁ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ଓ ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଦ୍ଵାରା ଖାଦ୍ୟ ଓ ପାନୀୟ ଜଳ ବଂଟନ କରାଯାଇଛି । ଖୁବ୍ ଶୀଘ୍ର ରେଳ ସେବା ସ୍ଵାଭାବିକ୍ ହେବା ନେଇ ଆଶା କରାଯାଉଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now