Latest Newsଓଡ଼ିଶା

ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଆ ଯାତ୍ରା ଜଗତର ମୁକୁଟ ବିହୀନ ସମ୍ରାଟ ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

Related Articles

Leave a Reply

Your email address will not be published.

Back to top button