ଓଡ଼ିଶାପାଣିପାଗ ଓ ପରିବେଶ

ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର: ଆଜି ରାଜ୍ୟରେ ପୁଣିବର୍ଷା। ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ୱାଣ୍ଣିଂ ଜାରି କରାଯାଇଛି। ଉତ୍ତର ଉପକୂଳ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆଉ ୨୦ ଜିଲ୍ଲାକୁ ବିଜୁଳି ଘଡଘଡ  ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାଣ୍ଣିଂଜାରି କରାଯାଇଛି।

Leave a Reply

Your email address will not be published.

Back to top button