ଓଡ଼ିଶା

ବାହୁଡା ଯାତ୍ରାରେ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭକାମନା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ, ମହାପ୍ରଭୁଙ୍କ ବାହୁଡ଼ାଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ପବିତ୍ର ଅବସରରେ ଶ୍ରୀଜିଉଙ୍କ ନିକଟରେ ସମସ୍ତଙ୍କ ସୁଖ ଓ କଲ୍ୟାଣମୟ ଜୀବନ କାମନା କରୁଛି।

ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ କରି କହିଛନ୍ତି, ପବବିତ୍ର ‘ବାହୁଡା ଯାତ୍ରା’ର ଅଭିନନ୍ଦନ । ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରୁଛି । ଜୟ ଜଗନ୍ନାଥ ।

Leave a Reply

Your email address will not be published.

Back to top button