ଭୁବନେଶ୍ୱର : ଲଗାଣ ବର୍ଷା କାରଣରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବାରୁ ସମ୍ବଲପୁର ଜିଲ୍ଲାପାଳ ସରକାରୀ ଅଧିକାରୀ ଓ କର୍ମଚାରୀ ମାନଙ୍କର ସମସ୍ତ ଛୁଟିକୁ ରଦ୍ଦ କରି ଦେଇଛନ୍ତି । ସମସ୍ତଙ୍କୁ ବିନା ଅନୁମତିରେ ମୁଖ୍ୟାଳୟ ନ ଛାଡିବାକୁ ନିର୍ଦେଶ ଦିଆଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now