ଓଭର ହେଡ଼ ପାଣି ଟାଙ୍କି ପାଚେରୀ ଭିତରୁ ନାବାଳିକାର ମୃତଦେହ ଉଦ୍ଧାର

ସମ୍ବଲପୁର : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଗୁଣ୍ଡରୁଚୁଆଁ ଓଭର ହେଡ଼ ପାଣି ଟାଙ୍କି ପାଚେରୀ ଭିତରୁ ନାବାଳିକାର ମୃତଦେହ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହାର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣା ସ୍ଥଳରେ ତଦନ୍ତ ଜାରୀ ରଖିଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *