ହରଭଙ୍ଗି ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ ଭାସିଗଲା, ତିନି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ

Spread the love

ମୋହନା : ଲଗାଣ ବର୍ଷାରେ ଗଜପତି ଜିଲ୍ଲା ମୋହନାରେ ହରଭଙ୍ଗି ନଦୀ ଉପରେ ଥିବା ଅସ୍ଥାୟୀ କାଠ ପୋଲ ଭାସିଯିବାରୁ ଗରଡ଼ମା ପଞ୍ଚାୟତର ତିନୋଟି ଗ୍ରାମକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଫଳରେ ସମ୍ପୃକ୍ତ ଅଞ୍ଚଳବାସୀଙ୍କ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି ।

Leave a Reply

Your email address will not be published. Required fields are marked *