ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରେ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ଆଜିଠୁ ଆବେଦନ ଆରମ୍ଭ ହୋଇଛି । ଛାତ୍ରଛାତ୍ରୀମାନେ ଆସନ୍ତା ଜୁନ ୨୦ ଯାଏ ଆବେଦନ କରିପାରିବେ ।

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଅଧୀନ ବିଦ୍ୟାଳୟର କଳା, ବିଜ୍ଞାନ, ବାଣିଜ୍ୟ, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ପାଠ୍ୟକ୍ରମରେ ନାମଲେଖା ହେବ। ପୂର୍ବାହ୍ନ ୧୧ଟାରେ ସାମ୍ସ ପୋର୍ଟାଲ ରେ କମନ୍ ଆପ୍ଲିକେସନ ଫର୍ମ(ସିଏଏଫ୍) ଉପଲବ୍ଧ ହେବ। ଆଗ୍ରହୀ ଛାତ୍ରଛାତ୍ରୀ ଜୁନ୍ ୨୦ ସୁଦ୍ଧା ନାମ ପଞ୍ଜୀକରଣ କରିପାରିବେ ଏବଂ ଜୁନ୍ ୨୮ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *