ଓଡିଶାରୁ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବାକୁ ସଂକଳ୍ପ ନେବାକୁ ଆହ୍ୱାନ ଜଣାଇଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର : ଶିଶୁ ଶ୍ରମ ନିରୋଧୀ ଦିବସ ଅବସରରେ ଓଡିଶାରୁ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବାକୁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଜଣାଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ ପିଲା ମାନେ ଦେଶର ଭବିଷ୍ୟତର ନାଗରିକ ଏବଂ ସେମାନଙ୍କୁ ଆଗକୁ ବଢିବା ପାଇଁ ଉତମ ପରିବେଶ ପ୍ରଦାନ କରାଯିବାର ଆବଶ୍ୟକତା ରହିଛି । ଶିଶୁ ଶ୍ରମ ନିରୋଧୀ ଦିବସ ଅବସରରେ ଓଡିଶାରୁ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବାକୁ ସଂକଳ୍ପକୁ ଦୋହରାଇବା ପାଇଁ ସେ ଆହ୍ବାନ ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *