ଭୁବନେଶ୍ୱର : ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ୍ ଠାରେ ହୋଇଥିବା ଟ୍ରେନ ଦୁର୍ଘଟଣାରେ ବର୍ତମାନ ସୁଦ୍ଧା ଖ୍ୟା ୨୮୮ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୮୦୦ ରୁ ଉର୍ଦ୍ଧ୍ୱ ଲୋକ ଆହାତ ହେଇଥିବା ।ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି ।
ଆହତ ଯାତ୍ରୀମାନଙ୍କୁ ଗୋପାଳପୁର, ଖନ୍ତାପଡ଼ା, ବାଲେଶ୍ବର, ଭଦ୍ରକ ଓ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now