ସୋର ରେଳ ଷ୍ଟେସନ ନିକଟ ଟ୍ରାକରେ କଟି ଚାଲିଗଲା ଦୁଇ ଯୁବକଙ୍କ ଜୀବନ

Spread the love

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ସୋର ରେଳ ଷ୍ଟେସନର ନିକଟରେ ପୃଥକ ପୃଥକ ଦୁର୍ଘଟଣାରେ ଦୁଇଜଣ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣେ ଯୁବକ ବାଲେଶ୍ୱର ଜିଲା ସୋର ବ୍ଲକ ସିଙ୍ଗାଖୁଣ୍ଟା ପଞ୍ଚାୟତ ନୂଆସହିର ହରେକୃଷ୍ଣ ପାଣ୍ଡବ (୨୨) ହୋଇଥିବା ବେଳେ ତେଣେ ଅନ୍ୟ ଜଣେ ବିହାର ଅଞ୍ଚଳର ଅବଦୁଲ କ୍ୱଦିର (୨୪)। ପୋଲିସ ମୃତ ଦେହ ଜବତ କରି ଜାଞ୍ଚ ଚଳାଇଛି ।

Leave a Reply

Your email address will not be published. Required fields are marked *