ପୁରୀ ସୁମଦ୍ର କୂଳରେ ପ୍ରାତଃ ଭମଣ କଲେ ରାଷ୍ଟ୍ରପତି

ଘୋଷଯାତ୍ରାର ଆଜି ଦ୍ୱିତୀୟ ଦିନ। ଗତକାଲି ପୁରୀ ଆସି ରଥଯାତ୍ରା ଦେଖିବା ପରେ ରାଜଭବନରେ ରହିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ସକାଳୁ ସୁମଦ୍ର କୂଳରେ ସେ ପ୍ରାତଃ ଭମଣ କରୁଥିବାର ଦେଖିବାକୁ ମିଳିଥିଲା । ତାଙ୍କ ସାଙ୍ଗରେ ଥିଲେ ସୁରକ୍ଷା କର୍ମୀ । ଏବଂ ସମୁଦ୍ର କୂଳରେ ସୁରକ୍ଷା ବ୍ୟବସ୍ଥା ଲାଗୁ ହୋଇଥିଲା । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ନଥିଲା । ତେବେ ମହାମହିମଙ୍କୁ ଦେଖିବାକୁ ଦୂରରେ ଅପେକ୍ଷା କରିଥିଲେ ଅନେକ ଲୋକ ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *