ଆଗାମୀ ୫ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ

Spread the love

ଭୁବନେଶ୍ୱର : ଆଗାମୀ ୫ ଦିନ ଯାଏଁ ଦିନ ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । କିଛି-କିଛି ସ୍ଥାନରେ ଦିନ ତାପମାତ୍ରା ୪୨ ଡ଼ିଗ୍ରୀ କିମ୍ବା ଅଧିକ ରହିବାର ସମ୍ଭାବନା ରହିଛି । ଫଳରେ ତାତି ଏବଂ ଗୁଳୁଗୁଳିଜନିତ ଅସ୍ୱାଭାବିକ ପାଗ ଲାଗିରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।    

Leave a Reply

Your email address will not be published. Required fields are marked *