ଟ୍ରେନ୍ ଦୁର୍ଘଟଣା : ଚିକିତ୍ସିତ ହେଉଛନ୍ତି ୧୯୮ ଆହତ

Spread the love

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୋଟ ୧୨୦୭ ଜଣ ଆହତ ହୋଇ ବିଭିନ୍ନ ସରକାରୀ ଓ ବେସରକାରୀ ଡାକ୍ତରଖାନାରେ ଭର୍ତି ହୋଇଥିଲେ । ଚିକିତ୍ସା ପରେ ୧୦୦୯ ଜଣଙ୍କୁ ଡାକ୍ତରଖାନାରୁ ଡିସ୍ଚାର୍ଜ କରାଯାଇଛି । ଏବେ ମୋଟ ୧୯୮ ଜଣ ଡାକ୍ତରଖାନାରେ ଚିକିତ୍ସିତ ଅଛନ୍ତି । ଏହା ଭିତରୁ ଜଣଙ୍କୁ ବାଦ୍ ଦେଇ ଅନ୍ୟ ସମସ୍ତଙ୍କ ଅବସ୍ଥା ସ୍ଥିର ରହିଛି । ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍ରେ ରଖାଯାଇଛି ।

Leave a Reply

Your email address will not be published. Required fields are marked *