ଦିଗପହଣ୍ଡି ବସ ଦୁର୍ଘଟଣା ମାମଲାରେ ଦୁଃଖ ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦିଗପହଣ୍ଡି ବସ ଦୁର୍ଘଟଣା ମାମଲାରେ ଦୁଃଖ ପ୍ରକାଶ କରିଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।

Leave a Reply

Your email address will not be published. Required fields are marked *