ଭୁବନେଶ୍ୱର: ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ କାର୍ଯ୍ୟରତ ବନରକ୍ଷୀ ବିମଳ କୁମାର ଜେନାଙ୍କ ପ୍ରାଣହାନୀ ଖବରରେ ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେ ଟ୍ୱିଟ କରି କହିଛନ୍ତି ଯେ – ଶିମିଳିପାଳ ଅଭୟାରଣ୍ୟରେ ଶିକାରୀଙ୍କ ଗୁଳିରେ କାର୍ଯ୍ୟରତ ବନରକ୍ଷୀ ବିମଳ କୁମାର ଜେନାଙ୍କ ପ୍ରାଣହାନୀ ହୋଇଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now