ଓଡ଼ିଶା

ସନ୍ଥ କବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଠାରେ ମହିମା ଧର୍ମର ମହାନ ପ୍ରଚାରକ ସନ୍ଥ କବି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ଆମ ଓଡିଆ ସାହିତ୍ୟ ଓ ଧାର୍ମିକ-ସାମାଜିକ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଥିବା ଭୀମ ଭୋଇ ଆମ ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତବୋଲି ସେ ଏହି ଅବସରରେ କହିଛନ୍ତି ।

Leave a Reply

Your email address will not be published.

Back to top button