ଶ୍ରମିକ ନେତା ଦିବାକର ପ୍ରଧାନଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

Spread the love

ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରମିକ ନେତା ଦିବାକର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ – ତାଳଚେର କୋଇଲା ଖଣି ଅଞ୍ଚଳର ଶ୍ରମିକ ନେତା ଦିବାକର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶ୍ରମିକଙ୍କ ସ୍ୱାର୍ଥ ଓ କଲ୍ୟାଣ ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Leave a Reply

Your email address will not be published. Required fields are marked *