ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ କବି, ଗାଳ୍ପିକ ସଚ୍ଚି ରାଉତରାୟଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳୀ ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ – ଜ୍ଞାନପୀଠ ପୁରସ୍କାର ପ୍ରାପ୍ତ ଓଡ଼ିଆ ଔପନ୍ୟାସିକ ତଥା ଗାଳ୍ପିକ ସ୍ୱର୍ଗତ ସଚ୍ଚି ରାଉତରାୟଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now