ଭୁବନେଶ୍ୱର : କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି ଯେ ବିଶିଷ୍ଟ ସାହିତ୍ୟିକ ତଥା ଓଡ଼ିଆ ଯାତ୍ରା ଜଗତର ମୁକୁଟ ବିହୀନ ସମ୍ରାଟ ଗଣକବି ବୈଷ୍ଣବ ପାଣିଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now