ଜିନ୍ଦଲ ନଗର ସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Spread the love

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ ଜିନ୍ଦଲ ନଗର ସ୍ଥିତ ଜଗନ୍ନାଥ ମନ୍ଦିର ଦର୍ଶନ କରିଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।

ସେ ଟ୍ୱିଟ କରି କହିଛନ୍ତି ଯେ -ଅନୁଗୋଳ ଜିଲ୍ଲା ଜିନ୍ଦଲ ନଗର ସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ପଟି ଦିଅଁ ଦର୍ଶନ କରିବାର ସୌଭାଗ୍ୟ ଲାଭ କଲି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି । ଅନୁଗୋଳ ଜିଲ୍ଲା ଜିନ୍ଦଲ ନଗର ସ୍ଥିତ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରରେ ପଟି ଦିଅଁ ଦର୍ଶନ କରିବାର ସୌଭାଗ୍ୟ ଲାଭ କଲି । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି ।

Leave a Reply

Your email address will not be published. Required fields are marked *