ବାଲେଶ୍ୱରରେ ଆନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ଯୋଗ ଶିବିରରେ ଯୋଗ ଦେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

Spread the love

ଭୁବନେଶ୍ୱର : ଆନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ବାଲେଶ୍ୱର ପରମିଟ ପଡିଆ ଠାରେ ଆୟୋଜିତ ହୋଇଥିବା ଯୋଗ ଶିବିରରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଯୋଗଦେଇଛନ୍ତି । ତାଙ୍କ ସହ ବାଲେଶ୍ୱର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଓ ରେଳ ବିଭାଗର ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *