ହୀରାକୁଦର ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Spread the love

ସମ୍ବଲପୁର/ଭୁବନେଶ୍ୱର : ହୀରାକୁଦ ଡ୍ୟାମ୍ ର ୪ଟି ଗେଟ୍ ବନ୍ଦ କରାଯାଇଛି । ବର୍ତ୍ତମାନ ମୋଟ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମପଟୁ ୬ଟି ଗେଟ୍ ଖୋଲା ରହିଥିବା ବେଳେ ଡାହାଣ ପଟର ୨ଟି ଗେଟ୍ ଦେଇ ଚାଲିଛି ଜଳ ନିଷ୍କାସନ ।

Leave a Reply

Your email address will not be published. Required fields are marked *