ଭୁବନେଶ୍ୱର : ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି । ବର୍ତ୍ତମାନ ପ୍ରତିସେକେଣ୍ଡ ରେ ୧ ଲକ୍ଷ ୩୨ ହଜାର ୫୬୫ କ୍ୟୁସେକ ଜଳ ପ୍ରବେଶ କରୁଛି । ଏ ନେଇ ଆଗାମୀ ୨୩ତାରିଖରେ ବନ୍ୟା ଜଳ ନିଷ୍କାସନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ଡ୍ୟାମର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now